www.samajalive.in
Tuesday, December 9, 2025
26.1 C
Bhubaneswar

ବିଳାସିନୀ ଦେବୀ ସ୍ମାରକୀ ପାଠାଗାରର ବାର୍ଷିକ ଉତ୍ସବ

ଗୁରୁଡ଼ିଝାଟିଆ: ଗୋବରାସ୍ଥିତ ବିଳାସିନୀ ଦେବୀ ସ୍ମାରକୀ ପାଠାଗାରର ୪ର୍ଥ ବାର୍ଷିକ ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଛି। ଶ୍ରୀ ଜଗନ୍ନାଥ ଭକ୍ତ ସମାଜ ଚୌଦ୍ୱାରର ଉପଦେଷ୍ଟା ନରେନ୍ଦ୍ର ନାଥ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉତ୍ସବରେ ପ୍ରବଚକ ବ୍ରହ୍ମଚାରୀ ବାବା ସତ୍ୟାନନ୍ଦ ଦାସ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପାଠାଗାର ଓ ପାଠ୍ୟ ପୁସ୍ତକ କିଭଳି ଜୀବନର ମୋଡକୁ ବଦଳାଇଦେଇ ସମାଜରେ ଆଲୋକ ବର୍ତ୍ତିକା ହେବା ପାଇଁ ରାହା ଦେଇଥାଏ ସେ ସଂପର୍କରେ ବୁଝାଇଥିଲେ। କାର୍ଯ୍ୟକ୍ରମରେ ସନ୍ତୋଷ କୁମାର ଧର୍‌‌ ଅତିଥି ଭାବରେ ଯୋଗ ଦେଇଥିଲେ। ପାଠାଗାରର ପ୍ରତିଷ୍ଠାତା ଶିକ୍ଷାବିତ୍‌‌ ଶରତ କୁମାର ଖୁଣ୍ଟିଆ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ।

Hot this week

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

ବାରବାଟୀ ଜଗିଛନ୍ତି ୫୦ପ୍ଲାଟୁନ ଫୋର୍ସ

ସମାଜ ଡିଜିଟାଲ ଡେସ୍କ: ଆଜି ବାରବାଟୀରେ ବିଗ୍‌ ଫାଇଟ୍‌ । ମ୍ୟାଚ...

ଇଣ୍ଡିଗୋକୁ ୫% ବିମାନ ଉଡାଣ ହ୍ରାସ କରିବାକୁ ନିର୍ଦ୍ଦେଶ ଦେଲେ ସରକାର

ସମାଜ ଲାଇଭ ଡ଼େସ୍କ : ଦେଶରେ ବିମାନ ଉଡାଣରେ ବିଶୃଙ୍ଖଳା ପାଇଁ...

Related Articles

Popular Categories