www.samajalive.in
Monday, December 8, 2025
27.1 C
Bhubaneswar

ଆଜିଠାରୁ ଫିଫା ମହିଳା ଫୁଟବଲ ବିଶ୍ବକପ

ସିଡ୍‌ନୀ: ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡରେ ଆଜିଠାରୁ ଅଗଷ୍ଟ ୨୦ ପଯ୍ୟନ୍ତ ଫିଫା ମହିଳା ଫୁଟବଲ ବିଶ୍ବକପର ନବମ ସଂସ୍କରଣ ଖେଳାଯିବ। ଏଥିରେ ମୋଟ ୩୨ଟି ଦଳ ଅଂଶଗ୍ରହଣ କରିବେ। ଦଳ ଗୁଡ଼ିକୁ ୮ଟି ଗ୍ରୁପରେ ବିଭକ୍ତ କରାଯାଇଛି। ପ୍ରତି ଗ୍ରୁପରୁ ଦୁଇଟି ଦଳ ପ୍ରି କ୍ବାର୍ଟର ଫାଇନାଲକୁ ଉନ୍ନୀତ ହେବେ। ପ୍ରି କ୍ବାର୍ଟର ଫାଇନାଲ ଅଗଷ୍ଟ ୫ରୁ ୮ ପର୍ଯ୍ୟନ୍ତ ଖେଳାଯିବ। ଅଗଷ୍ଟ ୧୧ ଓ ୧୨ରେ କ୍ବାର୍ଟର ଫାଇନାଲ, ୧୫ ଓ ୧୬ରେ ସେମିଫାଇନାଲ , ୨୦ରେ ଫାଇନାଲ ଖେଳାଯିବ।

ପରବର୍ତ୍ତୀ ସମ୍ବାଦ ପାଇଁ ଏହି ଲିଙ୍କ କ୍ଲିକ କରନ୍ତୁ https://samajalive.in/banglades-love-story-india/483165.html

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories