www.samajalive.in
Saturday, December 6, 2025
15.1 C
Bhubaneswar

ମନି ଲଣ୍ଡରିଂ ମାମଲା : ସାଂସଦ ସଞ୍ଜୟ ରାଉତଙ୍କ ବନ୍ଧୁ ଗିରଫ

ନୂଆଦିଲ୍ଲୀ : ଶିବସେନା ଗୋଷ୍ଠୀର ସାଂସଦ ସଞ୍ଜୟ ରାଉତଙ୍କ ବନ୍ଧୁ ବ୍ୟବସାୟୀ ସୁଜିତ ପାଟକରଙ୍କୁ ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି) ଗିରଫ କରିଥିବା ଜଣାପଡ଼ିଛି। ଜମ୍ବୁରେ କୋଭିଡ-୧୯ ଚିିକିତ୍ସା କେନ୍ଦ୍ର ପ୍ରତିଷ୍ଠା କରିବା ଅନିୟମିତତା ଏବଂ ମନି ଲଣ୍ଡରିଂ ମାମଲାରେ ସୁଜିତଙ୍କ ସହ ଅନ୍ୟ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories