www.samajalive.in
Saturday, December 13, 2025
21.1 C
Bhubaneswar

ଆସନ୍ତା ୨୩ରେ ହୀରାକୁଦରୁ ଛଡାଯିବ ପ୍ରଥମ ବନ୍ୟାଜଳ

ହୀରାକୁଦ : ଆସନ୍ତା ୨୩ରେ ହୀରାକୁଦରୁ ଛଡାଯିବ ପ୍ରଥମ ବନ୍ୟାଜଳ। ଏନେଇ ଗୁରୁବାର ନିଷ୍ପତ୍ତି ନିଆଯାଇଛି। ଉପରମୁଣ୍ଡରେ ବର୍ଷା ଯୋଗୁଁ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଉଛି। ତେଣୁ ବନ୍ୟା ଜଳ ନିଷ୍କାସନ ପାଇଁ ଡ୍ୟାମ୍‌‌ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏହି ସୂଚନା ମିଳିଛି। ଜଳ ନିଷ୍କାସନ ପରେ ମହାନଦୀ ଓ ଶାଖା ନଦୀରେ ଜଳସ୍ତର ବୃଦ୍ଧି ପାଇବ। ଏହାକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କୁ ଡ୍ୟାମ୍‌‌ କର୍ତ୍ତୃପକ୍ଷ ଆଗୁଆ ସତର୍କ କରିଛନ୍ତି।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories