www.samajalive.in
Monday, December 15, 2025
27.1 C
Bhubaneswar

ସମ୍ବଲପୁରରେ ଧାର୍ମିକ ଶୋଭାଯାତ୍ରା ବନ୍ଦ

ଭୁବନେଶ୍ବର: ସମ୍ବଲପୁରେ ଧାର୍ମିକ ଶୋଭାଯାତ୍ରା ବନ୍ଦ। ସମ୍ବଲପୁରରେ ବର୍ଷେ ପାଇଁ ସମସ୍ତ ଧାର୍ମିକ ଶୋଭାଯାତ୍ରା ବନ୍ଦ ନିଷ୍ପତ୍ତି ନିଆଯାଇଛି। ଧାର୍ମିକ ଶୋଭାଯାତ୍ରା ବନ୍ଦ ପାଇଁ ଶାନ୍ତି କମିଟି ବୈଠକରେ ନିଷ୍ପତ୍ତି ହୋଇଛି। ସମ୍ବଲପୁରରେ ବର୍ଷେ ପାଇଁ ସମସ୍ତ ଧାର୍ମିକ ଶୋଭାଯାତ୍ରା ବନ୍ଦ କରାଯିବ ବୋଲି ଶାନ୍ତି କମିଟି ବୈଠକରେ ନିଷ୍ପତ୍ତି ନିଆଯାଇଛି ବୋଲି ସମ୍ବଲପୁର ଏସପି ମୁକେଶ ଭାମୁ ସୂଚନା ଦେଇଛନ୍ତି।

ବର୍ଷେ ପର୍ଯ୍ୟନ୍ତ ସମ୍ବଲପୁରରେ କୌଣସି ଧାର୍ମିକ ଅନୁଷ୍ଠାନ ବିଭିନ୍ନ ପର୍ବ ପର୍ବାଣୀ ସମୟରେ ଶୋଭାଯାତ୍ରା ବନ୍ଦ କରାଯିବାକୁ ନିଷ୍ପତ୍ତି ନିଆଯାଇଥିବାରୁ ଏଥିପାଇଁ ପୁଲିସ ପ୍ରଶାସନ ପକ୍ଷରୁ ଅନୁମତି ମିଳିପାରିବ ନାହିଁ। ବିଭିନ୍ନ ଥାନାର ଆଇଆଇସିମାନେ ସ୍ଥାନୀୟ ଅଞ୍ଚଳରେ ପର୍ବପର୍ବାଣୀ ପାଳନ ସମୟରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ପଦକ୍ଷେପ ନେଇପାରିବେ ବୋଲି କୁହାଯାଇଛି।

Hot this week

ଡିଜିପିଙ୍କ କ୍ୟାମ୍ପ ଅଫିସ ସମ୍ମୁଖରେ ବିଜେଡିର ଧାରଣା

ଭୁବନେଶ୍ବର: ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ପ୍ରତିବାଦ ତୀବ୍ର ହେବାରେ ଲାଗିଛି।...

କେନ୍ଦ୍ରାପଡାରେ ଶୀତଳ ଭଣ୍ଡାର ଲୋକାର୍ପଣ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡା ଜମଧର ଠାରେ ନିର୍ମିତ ଶୀତଳଭଣ୍ଡାରକୁ ଲୋକାର୍ପଣ...

ମୋଦୀଙ୍କୁ କଂଗ୍ରେସର ଅପଶବ୍ଦ : କ୍ଷମା ଦାବି କଲେ ନଡ୍ଡା

ସମାଜ ଲାଇଭ ଡ଼େସ୍କ : ଗତକାଲି ଦିଲ୍ଲୀରେ ଏସାଇଆର ବିରୋଧରେ କଂଗ୍ରେସ...

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

Related Articles

Popular Categories