www.samajalive.in
Sunday, December 14, 2025
19.1 C
Bhubaneswar

ବଜ୍ରପାତରେ ଚାଷୀ ମୃତ

ପିପିଲି:ପିପିଲି ଥାନା ଅନ୍ତର୍ଗତ ଉଜାଣିପଡା ଗ୍ରାମର ଆରତ ସାହୁ (୭୦)ଙ୍କର ଗୁରୁବାର ମଧ୍ୟାହ୍ନ ସମୟରେ ବଜ୍ରାଘାତରେ ପରଲୋକ ଘଟିଥିବା ସୂଚନା ମିଳିଛି। ସେ ବିଲରେ ଚାଷକାର୍ଯ୍ୟ କରୁଥିବା ବେଳେ ବଜ୍ରାଘାତରେ ସେଠାରେ ଟଳି ପଡିଥିଲେ। ବିଜେପି ଯୁବନେତା ସରୋଜ କୁମାର ପ୍ରଧାନ ଓ ପରିବାର ଲୋକଙ୍କ ସମେତ ଗ୍ରାମର କେତେକ ଯୁବକ ତାଙ୍କୁ ପିପିଲି ଡାକ୍ତରଖାନାକୁ ନେଇଥିବା ବେଳେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ।

ଏହି ଘଟଣାଟି ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି। ସରକାରଙ୍କ ପକ୍ଷରୁ ମୃତକଙ୍କ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ ପାଇଁ ଶ୍ରୀ ପ୍ରଧାନ ଦାବି କରିଛନ୍ତି। ଏ ସଂପର୍କରେ ପିପିଲି ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଥିବା ବେଳେ ଆସନ୍ତାକାଲି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପୁରୀ ପଠାଯିବ ବୋଲି ତଦନ୍ତକାରୀ ଅଧିକାରୀ ଏଏସ୍‍ଆଇ ରମାକାନ୍ତ ସାହୁଙ୍କଠାରୁ ସୂଚନା ମିଳିଛି।

Hot this week

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

Related Articles

Popular Categories