www.samajalive.in
Monday, December 8, 2025
27.1 C
Bhubaneswar

ଓଭର ବ୍ରିଜ ରାସ୍ତାରେ ନିମ୍ନ ମାନର ପଥର ପ୍ୟାଚିଂ, ବିପଦ ସଙ୍କୁଳ ସର୍ଭିସ୍ ରୋଡ

ପାଟଣା: ବହୁ ବିଳମ୍ବରେ ଢେଙ୍କିକୋଟ ଓଭର ବ୍ରିଜ ରାସ୍ତାର ଉଭୟ ପାର୍ଶ୍ଵ ପଥର ପ୍ୟାଚିଂ କାମ ଆରମ୍ଭ ହୋଇଛି। ୨୦ ନଂ ଜାତୀୟ ରାଜପଥ ଅନ୍ତର୍ଗତ ଢେଙ୍କିକୋଟ ଏକ ବ୍ୟସ୍ତ ବହୁଳ ବଜାର ଅଞ୍ଚଳ ହୋଇଥିବା ବେଳେ ଜାତୀୟ ରାଜପଥ କର୍ତ୍ତୃପକ୍ଷ ଓଭର ବ୍ରିଜ ରାସ୍ତାର ପାରିପାର୍ଶ୍ବିକ କାମ ସାରି ନାହାନ୍ତି କି ଓଭର ବ୍ରିଜ ରାସ୍ତା ଆଲୋକିକରଣ କରି ନାହାନ୍ତି। କେବଳ ମାଟି ପଡିଥିବାରୁ ପ୍ରତିବର୍ଷ ବର୍ଷା ଋତୁରେ ଉପରୁ ମାଟି ଖସି ସର୍ଭିସ୍ ରୋଡରେ ଗଦା ହୋଇଥିବା କାରଣରୁ ଛୋଟ ମୋଟ ଦୁର୍ଘଟଣା ଘଟୁଥିବା ଦେଖାଯାଉଥିଲା। ଏବେ ପଥର ପ୍ୟାଚିଂ କାମରେ ମଧ୍ୟ ସମାନ ଅବସ୍ଥା ସୃଷ୍ଟି ହୋଇଥିବାରୁ କର୍ତ୍ତୃପକ୍ଷ ସମସ୍ୟା ସମାଧାନ ପ୍ରତି ଦୃଷ୍ଟି ଦେବାକୁ ଦାବି ହୋଇଛି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories