www.samajalive.in
Tuesday, December 9, 2025
16.1 C
Bhubaneswar

ପୁରସ୍କୃତ ହେବେ ୩ ବନ କର୍ମଚାରୀ

ବାରିପଦା:ସାହସିକତାପାଇଁ ୩ ବନ କର୍ମଚାରୀ ପୁରସ୍କୃତ ହେବେ। କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରାଳୟ ୩ ବନ କର୍ମଚାରୀଙ୍କୁ ପୁରସ୍କୃତ କରିବ। ୨ ଜଣଙ୍କୁ ମରଣୋତ୍ତର ସମେତ ଅନ୍ୟ ଜଣେ ବନ କର୍ମଚାରୀଙ୍କୁ ପୁରସ୍କୃତ କରାଯିବ। ମୃତ ମାଥି ହାଁସଦା ଓ ବିମଳ ଜେନାଙ୍କ ପରିବାରଙ୍କୁ ମିଳିବ ସମ୍ମାନ। ହିମାଂଶୁ ସେଠୀଙ୍କୁ ସାହସିକତା ଓ ବୀରତ୍ବ ପାଇଁ ପୁରସ୍କୃତ କରାଯିବ ବୋଲି କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

Related Articles

Popular Categories