www.samajalive.in
Saturday, December 13, 2025
21.1 C
Bhubaneswar

ଦୁଷ୍କର୍ମୀକୁ ୨୦ ବର୍ଷ ସଜା, ୪ ଲକ୍ଷ ଟଙ୍କା କ୍ଷତିପୂରଣ

ବାଲେଶ୍ବର: ନାବାଳିକା ଦୁଷ୍କର୍ମ ମାମଲାରେ ଦୋଷୀକୁ ୨୦ବର୍ଷ ସଜା ହୋଇଛି। ସ୍ବତନ୍ତ୍ର ପୋକ୍ସୋ କୋର୍ଟ ଦୋଷୀ ସୁବାସ ମଲ୍ଲିକକୁ ସଜା ଶୁଣାଇଛନ୍ତି। ୨୦୨୨ରେ ସିମୁଳିଆ ଥାନା ଅଞ୍ଚଳରେ ଦୁଷ୍ମର୍ମ ପାଇଁ ସ୍ବତନ୍ତ୍ର ପୋକ୍ସୋ କୋର୍ଟ ଦଣ୍ଡାଦେଶ ଶୁଣାଇଛନ୍ତି। ପୀଡ଼ିତାଙ୍କୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ପାଇଁ ଆଇନ ସେବା ପ୍ରାଧିକରଣକୁ ନିର୍ଦେଶ ଦେଇଛନ୍ତି।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories