www.samajalive.in
Friday, December 12, 2025
14.1 C
Bhubaneswar

ଖୋଲିଲା ଶ୍ରୀମନ୍ଦିରର ପଶ୍ଚିମ ଦ୍ବାର

ଡେସ୍କ : ଶେଷରେ ଖୋଲିଲା ପୁରୀ ଶ୍ରୀମନ୍ଦିରର ପଶ୍ଚିମ ଦ୍ବାର। ଆଜିଠୁ ପରିଚୟପତ୍ର ଦେଖାଇ ପଶ୍ଚିମ ଦ୍ବାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରି ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି ପୁରୀବାସୀ।

ରବିବାରଏକ ଗୁରୁତ୍ବପୂର୍ଣ୍ଣ ବୈଠକରେ ପଶ୍ଚିମ ଦ୍ବାର ଖୋଲିବା ନେଇ ନିଷ୍ପତ୍ତି ହୋଇଥିଲା। ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲାପାଳ, ଆରକ୍ଷୀ ଅଧିକ୍ଷକ, ପରିଚାଳନା କମିଟି ସଦସ୍ୟ ଓ ଛତିଶା ନିଯୋଗର ସବ କମିଟି ସଦସ୍ୟଙ୍କ ଉପସ୍ଥିତିରେ ହୋଇଥିବା ବୈଠକରେ ଏହି ନିଷ୍ପତ୍ତି ହୋଇଥିଲା।

- Advertisement -

ସୋମବାର ସକାଳ ୭ଟାରୁ ପୁରୀବାସୀଙ୍କ ପାଇଁ ପଶ୍ଚିମ ଦ୍ବାର ଖୋଲିଥିଲା ଏବଂ ପରିଚୟ ପତ୍ର ଦେଖାଇ ପୁରୀବାସୀ ଶ୍ରୀମନ୍ଦିରରେ ପ୍ରବେଶ କରି ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି। ଏହା ବ୍ୟତୀତ ସିଂହଦ୍ବାର ଦେଇ ପରିଚୟ ପତ୍ର ଦେଖାଇ ପୁରୀବାସୀ ଶ୍ରୀମନ୍ଦିରରେ ପ୍ରବେଶ କରିବାର ବ୍ୟବସ୍ଥା କରାଯାଇଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories