ଭୁବନେଶ୍ବର : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଜି ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ରାଜ୍ୟରେ ୨୫ ତାରିଖ ବେଳକୁ ବର୍ଷା ହେବାର ସମ୍ଭାବନା ରହିଛି।
Popular Categories



