www.samajalive.in
Monday, December 8, 2025
24.1 C
Bhubaneswar

ରାଜ୍ୟସଭାରୁ ଆପ ସାଂସଦ ସଞ୍ଜୟ ସିଂହ ନିଲମ୍ବିତ

ନୂଆଦିଲ୍ଲୀ : ଆପ ସାଂସଦ ସଞ୍ଜୟ ସିଂଙ୍କୁ ରାଜ୍ୟସଭାର ସମ୍ପୂର୍ଣ୍ଣ ମୌସୁମୀ ଅଧିବେଶନରୁ ନିଲମ୍ବନ କରାଯାଇଥିବା ଜଣାପଡ଼ିଛି। ଆସାମରୁ ରାଜ୍ୟସଭା ଏମପି ଥିବା ସଞ୍ଜୟ ମଣିପୁର ଘଟଣାରେ ସରକାରଙ୍କୁ ଘେରିବା ଆରମ୍ଭ କରିଥିବାବେଳେ ଗୃହର ଶୃଙ୍ଖଳାଭଙ୍ଗ କରିଛନ୍ତି। ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନକର ଏହି ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟସଭା ଅଧ୍ୟକ୍ଷ ଏହି କାର୍ଯ୍ୟାନୁଷ୍ଠାନ ପୀୟୂଷ ଗୋଏଲଙ୍କ ଅଭିଯୋଗ ଆଧାରରେ ଗ୍ରହଣ କରିଛନ୍ତି।

Hot this week

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

Related Articles

Popular Categories