www.samajalive.in
Monday, December 8, 2025
16.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ବଦଳିଲା ଟ୍ବିଟର୍‌ର ଲୋଗୋ ..

ଏଣିକି ୱେବସାଇଟ୍‌ରେ ଏକ୍ସ.କମ୍‌ ଟାଇପ କଲେ ଟ୍ୱିଟର ପେଜ୍ ଖୋଲିବ ବୋଲି ଏଲନ ମସ୍କଙ୍କ ସୂଚନା..

- Advertisement -

ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ..

ଆଗାମୀ ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି..

ଭୁବନେଶ୍ୱର-କଟକ ମେଟ୍ରୋ ପ୍ରକଳ୍ପ କାମ ପାଇଁ ଚାଲିଛି ମାଟି ପରୀକ୍ଷଣ..

ପରୀକ୍ଷା ପାଇଁ ୩୦ଫୁଟ୍ ତଳୁ ସଂଗ୍ରହ କରାଯାଉଛି ମାଟି..

ରାଜ୍ୟରେ ଡେଙ୍ଗୁ ସ୍ଥିତି ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ସୂଚନା..

ଗତବର୍ଷ ଅପେକ୍ଷା ଡେଙ୍ଗୁ ପଜିଟିଭ୍ ସଂଖ୍ୟା କମିଛି ..

ଗତବର୍ଷ ୯୮୧୩ ଟେଷ୍ଟ ହୋଇଥିଲା, ପଜିଟିଭ ଥିଲେ ୭୨୦..

ଚଳିତ ବର୍ଷ ଏଯାବତ୍ ୧୭ ହଜାର ୭୪୧ ଟେଷ୍ଟ.. ୫୦୬ ପଜିଟିଭ୍..

୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ.. ସୁରକ୍ଷା ଦାୟିତ୍ୱରେ ୩୬ ପ୍ଲାଟୁନ ପୁଲିସ ଫୋର୍ସ ରହିବେ..

ଖୋଲିଲା ହୀରାକୁଦର ଆଉ ୩ଟି ଗେଟ୍‌‌.. ମୋଟ ୮ଟି ଗେଟ୍‌‌ ଦେଇ ହେଉଛି ଜଳ ନିଷ୍କାସନ..

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories