www.samajalive.in
Saturday, December 6, 2025
19.1 C
Bhubaneswar

ହୀରାକୁଦରେ ଖୋଲିଲା ୮ ଫାଟକ, ବଢୁଛି ଜଳଭଣ୍ଡାରର ଜଳସ୍ତର

ଭୁବନେଶ୍ବର: ଉପରମୁଣ୍ଡରେ ପ୍ରବଳ ବର୍ଷା ଲାଗି ରହିିଥିବାରୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଜଳସ୍ତର ବଢୁଥିବାରୁ ଖୋଲାଗଲା ହୀରାକୁଦରେ ମୋଟ ୮ଟି ଗେଟ୍ ଖୋଲାଯାଇ ବନ୍ୟାଜଳ ଛଡାଯାଉଛି । ବାମପଟର ୬ଟି ଓ ଡାହଣ ପଟର ୨ଟି ସ୍ଲୁଇସ୍ ଗେଟ୍ ଓ ବିଭିନ୍ନ କେନାଲ ଦେଇ ବନ୍ୟାଜଳ ଛଡ଼ାଯାଉଛି ବୋଲି ସୂଚନା ଦିଆଯାଇଛି।

ହୀରାକୁଦ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୨୯ ହଜାର ୧୫୫ କ୍ୟୁସେକ ବନ୍ୟାଜଳ ପ୍ରବେଶ କରୁଥିବା ବେଳେ ୮ ଟି ଗେଟ ଦେଇ ୧ ଲକ୍ଷ ୬୨ ହଜାର ୭୩୮ ଘନଫୁଟ ଜଳ ନିଷ୍କାସନ କରାଯାଉଛି। ବର୍ତ୍ତମାନ ଡ୍ୟାମର ଜଳସ୍ତର ୬୧୪.୪୩ ଫୁଟରେ ପହଞ୍ଚିଛି। ହୀରାକୁଦରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ପରେ ତଳିଆ ଅଞ୍ଚଳର ଲୋକଙ୍କ ସତର୍କ କରାଯାଇଛି ।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories