www.samajalive.in
Sunday, December 14, 2025
26.1 C
Bhubaneswar

ଝାରସୁଗୁଡ଼ାରେ ସେକ୍ସ ରାକେଟ ଠାବ, ୧୪ ଗିରଫ

ଝାରସୁଗୁଡ଼ା: ରାତି ଅଧିଆ ହୋଟେଲରେ ପୁଲିସ ଚଢ଼ାଉ କରି ସେକ୍ସ ରାକେଟ ଅଭିଯୋଗରେ ୧୪ଜଣଙ୍କୁ ଗିରଫ କରିଛି। ଝାରସୁଗୁଡ଼ା ଅଞ୍ଚଳର ପଞ୍ଚପଡ଼ା ନିକଟ ଏକ ହୋଟେଲରେ ପୁଲିସ ଚଢ଼ାଉ କରିଥିଲା। ଏହି ଚଢ଼ାଉ ସମୟରେ ପୁଲିସ ୧୩ଜଣ ଯୁବତୀଙ୍କୁ ଉଦ୍ଧାର କରିଥିଲା। ଏହାସହିତ ଜଣେ ଗ୍ରାହକଙ୍କୁ ମଧ୍ୟ ପୁଲିସ ଗିରଫ କରିଥିବା ଜଣାପଡ଼ିଛି।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories