www.samajalive.in
Monday, December 15, 2025
26.1 C
Bhubaneswar

୩୪୫ ଲିଟର ବିଦେଶୀ ମଦ ଜବତ : ଅଭିଯୁକ୍ତ କୋର୍ଟ ଚାଲାଣ

ରେଙ୍ଗାଲି: ସମ୍ବଲପୁର ଜିଲା ଠେଲକୋଲୋଇ ଥାନା ଅନ୍ତର୍ଗତ ବୁଧିଆପାଲି ଗ୍ରାମ ରେ ବେଆଇନ ତଥା ଚୋରା ମଦ ବିକ୍ରି ହେଉଥିବାର ଖବର ପାଇ ପୁଲିସ ଚଡଉ କରି ୩୪୫ ଲିଟର (୧୧୦୩ ବୋତଳ) ବିଭିନ୍ନ ବ୍ରାଣ୍ଡର ବିଦେଶୀ ମଦ ଜବତ କରିଛି। ଏଥିରେ ସଂପୃକ୍ତ ଥିବା ପ୍ରଫୁଲ୍ଲ ସାହୁ(୫୩) ଓରଫ୍ ମାଥିଲିକୁ ଗିରଫ କରାଯାଇ ଆଜି କୋର୍ଟଚାଲାଣ କରାଯାଇଛି ବୋଲି ଠେଲକୋଲୋଇ ଆଇଆଇସି ସାବିତ୍ରୀ ବଳ ସୂଚନା ଦେଇଛନ୍ତି।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories