www.samajalive.in
Monday, December 15, 2025
17.1 C
Bhubaneswar

ବର୍ଷାରେ ଭୁଷୁଡିଲା କ୍ଲବ ଘର

ପାଟଣା : ପାଟଣା ବ୍ଲକ ଅନ୍ତର୍ଗତ ଭୂଲୁଦା ଗ୍ରାମରେ ୧୯୯୦ରେ ସ୍ଥାପିତ ବାପୁଜୀ କ୍ଲବ ଘର ଚଳିତ ବର୍ଷାରେ ଭୁଷୁଡି ପଡିଛି। ରକ୍ତଦାନ ଶିବିର, ବୃକ୍ଷ ରୋପଣ, ଛାତ୍ରଛାତ୍ରୀଙ୍କୁ ନିଃଶୁଳ୍କ ଶିକ୍ଷାଦାନ ଓ ସାଂସ୍କୃତିକ କାର୍ଯକ୍ରମ ଆଦି କରି ଅଞ୍ଚଳବାସୀଙ୍କ ଆସ୍ଥାଭାଜନ ହୋଇଥିବା ବାପୁଜୀ କ୍ଲବର ଘରଟି ଭାଙ୍ଗିପଡି ଥିବାରୁ କ୍ଲବର ଆସବାବ ପତ୍ର ଓ କ୍ରୀଡା ସାମଗ୍ରୀ ଆଦି ନଷ୍ଟ ହୋଇଯାଇଛି । ସରକାରଙ୍କ ପକ୍ଷରୁ ଏହି କ୍ଲବ ଘର ପୁନର୍ବାର ନିର୍ମାଣ ପାଇଁ ପ୍ରଶାସନ ଅଥବା ସାଂସଦ, ବିଧାୟକ ପାଣ୍ଠିରୁ ଅନୁଦାନ ଯୋଗାଇ ଦିଆଯିବାକୁ ଗ୍ରାମବାସୀ ଦାବି କରିଛନ୍ତି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories