www.samajalive.in
Sunday, December 14, 2025
16.1 C
Bhubaneswar

ଓଲଟିଲା ପିକ୍‌ଅପ୍‌ ଭ୍ୟାନ୍‌, ୧୦ରୁ ଅଧିକ ଶ୍ରମିକ ଆହତ

ଜଳେଶ୍ବର : ବାଲେଶ୍ୱର ଜିଲା ଏନ୍‌ଏଚ୍‌-୧୬ର ନନ୍ଦିକା ଛକ ନିକଟରେ ଆଜି ସକାଳେ ସଡ଼କ ଦୁର୍ଘଟଣା ଘଟିଛି। ସୂଚନା ଅନୁସାରେ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିବାରୁ ୧୦ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତଙ୍କୁ ଜଳେଶ୍ବର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି। ଆଜି ସକାଳେ ପିକ୍‌ଅପ୍‌ ଭ୍ୟାନ୍‌ରେ ୪୦ରୁ ଅଧିକ ଶ୍ରମିକ ମୟୂରଭଞ୍ଜର ବାର ମାଇଲ୍‌ରୁ କମର୍ଦା ଅଞ୍ଚଳକୁ ବିଲ କାମ କରିବା ପାଇଁ ଆସୁଥିଲେ। ନନ୍ଦିକା ବାଇପାସ ନିକଟରେ ପିକ୍‌ଅପ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଫଳରେ ୧୦ରୁ ଅଧିକ ଶ୍ରମିକ ଆହତ ହୋଇଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories