www.samajalive.in
Sunday, December 14, 2025
17.1 C
Bhubaneswar

ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍‌‌

ହୀରାକୁଦ : ଖୋଲିଲା ହୀରାକୁଦ ଡ୍ୟାମ୍‌‌ର ଆଉ ୪ଟି ଗେଟ୍‌‌। ବର୍ତ୍ତମାନ ମୋଟ ୧୨ଟି ଗେଟ୍‌‌ ଦେଇ ଜଳ ନିଷ୍କାସନ ହେଉଛି। ଜଳ ପ୍ରବେଶ ମାତ୍ରା ବୃଦ୍ଧି ପାଉଥିବାରୁ ଆଉ ୪ଟି ଗେଟ୍‌‌ ଖୋଲିଛି। ରବିବାର ୫ଟି,ଗତକାଲି ୩ଟି ଓ ଆଜି ୪ଟି ଗେଟ୍‌‌ ଖୋଲିଛି। ବାମ ପାଶ୍ୱର୍ରେ ୮ଟି ଏବଂ ଡାହାଣ ପାଶ୍ୱର୍ରେ ୪ଟି ଗେଟ୍‌‌ ଦେଇ ଜଳ ନିଷ୍କାସନ ଜାରି ରହିଛି। ସକାଳ ୯ଟା ସୁଦ୍ଧା ଜଳଭଣ୍ଡାରରେ ଜଳସ୍ତର ୬୧୪ .୦୪ ଫୁଟ। ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୧ ଲକ୍ଷ ୫୦ ହଜାର ୭୯୯ କ୍ୟୁସେକ ଜଳ। ଜଳଭଣ୍ଡାରରୁ ୧ ଲକ୍ଷ ୫୮ ହଜାର ୮୨୫ କ୍ୟୁସେକ ଜଳ ନିଷ୍କାସିତ ହେଉଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories