କଟକ : ଇନ୍ଡୋର ଷ୍ଟାଡ଼ିୟମରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପହଞ୍ଚିଛନ୍ତି। ହାଇକୋର୍ଟର ୭୫ତମ ପ୍ରତିଷ୍ଠା ଦିବସ ପୂର୍ତ୍ତି ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେଇଛନ୍ତି। ରାଷ୍ଟ୍ରପତିଙ୍କୁ ଦେଖିବାକୁ ପ୍ରବଳ ଭିଡ଼ ଲାଗିଛି। ରାଷ୍ଟ୍ରପତି ପାଟିରୁ ଦୁଇପଦ ଶୁଣିବାକୁ ଉତ୍କଣ୍ଠାର ସହିତ ଅପେକ୍ଷା କରିଛନ୍ତି।
Popular Categories



