www.samajalive.in
Monday, December 8, 2025
14.1 C
Bhubaneswar

ନବଦାସ ହତ୍ୟା ମାମଲା : ଏଡିଜେ କୋର୍ଟକୁ ମାମଲା ସ୍ଥାନାନ୍ତର

ଝାରସୁଗୁଡ଼ା : ନବ ଦାସ ହତ୍ୟା ମାମଲାରେ ଆଜି ଅଭିଯୁକ୍ତ ଗୋପାଳ ଦାସଙ୍କୁ ଝାରସୁଗୁଡ଼ା ଜିଲା ଦୋରା ଜର୍ଜ କୋର୍ଟରେ ହାଜର କରାଯାଇଥିଲା। ମାନ୍ୟବର ବିଚାରପତି ଏ ମାମଲାକୁ ଅତିରିକ୍ତ ଜିଲା ବିଚାରପତି ଏଡ଼ିଜେ କୋର୍ଟକୁ ସ୍ଥାନାନ୍ତର କରିଛନ୍ତି। ମାମଲାରେ ଅଭିଯୁକ୍ତଙ୍କ ପକ୍ଷରୁ କେହି ଓକିଲ ନ ଥିବାରୁ ସରକାର ନିଜ ପକ୍ଷରୁ ଏସ୍‌ଡିସି ଭାବେ ଆଇନଜୀବୀ ନରେଶ ନାୟକଙ୍କୁ ନିଯୁକ୍ତ କରିଛନ୍ତି । ଆସନ୍ତା ୮ ତାରିଖରେ ଏହି ମାମଲାର ପରବର୍ତ୍ତୀ ତାରିଖ ଧାର୍ଯ୍ୟ କରାଯାଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories