www.samajalive.in
Friday, December 12, 2025
16.1 C
Bhubaneswar

ଜିଲା ସଡ଼କ ସୁରକ୍ଷା କମିଟି ବୈଠକରେ ଟ୍ରମା କେୟାର କେନ୍ଦ୍ର ନେଇ ଉଦବେଗ

ନବରଙ୍ଗପୁର: ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲା ସଡକ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଡ଼ଃ.କମଳ ଲୋଚନ ମିଶ୍ର ଯୋଗ ଦେଇ ଅଧ୍ୟକ୍ଷତା କରିଥିଲେ। ଆରକ୍ଷୀ ଅଧିକ୍ଷକ ଏସ. ସୁଶ୍ରୀ, ଜିଲା ପରିବହନ ଅଧିକାରୀ ଜିତେନ୍ଦ୍ର କୁମାର ଭୋଇଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଓ ସଦସ୍ୟ ମାନେ ଯୋଗ ଦେଇଥିଲେ। ପ୍ରଥମେ ଜିଲା ପରିବହନ ଅଧିକାରୀ ଶ୍ରୀ ଭୋଇ ସମସ୍ତଙ୍କୁ ସ୍ୱାଗତ ଜଣାଇବା ବୈଠକ ସମ୍ପର୍କରେ ବିବରଣୀ ଉପସ୍ଥାପନ କରିଥିଲେ। ସହ ଜିଲାରେ ସଡକ ସୁରକ୍ଷା ସମ୍ପିର୍କରେ ଆଲୋଚନା କରାଯାଇଥିଲା। ଜିଲାରେ ଦୁର୍ଘଟଣା ବଢ଼ୁଥିବା ବେଳେ ଦୁର୍ଘଟଣାରେ ଆହତଙ୍କୁ ଉପଯୁକ୍ତ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଡାକ୍ତରଖାନାରେ ଟ୍ରମା କେୟାର ସେଣ୍ଟର ନ ଥିବାରୁ ବୈଠକରେ ଉଦବେଗ ପ୍ରକାଶ ପାଇଥିଲା।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories