www.samajalive.in
Sunday, December 14, 2025
23.1 C
Bhubaneswar

ପୁରୀ ଓକିଲ ସଂଘର କାର୍ୟ୍ୟବନ୍ଦ ଆନ୍ଦୋଳନ

ପୁରୀ:  ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଦୀପକ ମିଶ୍ରଙ୍କ ବିରୋଧରେ ମହାଭିଯୋଗ ପ୍ରସଙ୍ଗକୁ ନିନ୍ଦା କରିଛି ହାଇକୋର୍ଟ ବାର ଆସୋସିଏସନ । ଏହାର ପ୍ରତିବାଦରେ ଓକିଲ ସଂଘ ପକ୍ଷରୁ କାର୍ୟ୍ୟବନ୍ଦ ଆନ୍ଦୋଳନ ଆହ୍ବାନ୍ ଦିଆଯାଇଛି । କଟକ ଓ ପୁରୀ ସମେତ ରାଜ୍ୟର ଅନ୍ୟ ଓକିଲମାନେ ମଧ୍ୟ ଏହି ଆନ୍ଦୋଳକୁ ସମର୍ଥନ ଜଣାଇଛନ୍ତି । ଗତକାଲି ଅପରାହ୍ନରୁ କାର୍ୟ୍ୟବନ୍ଦ ଆନ୍ଦୋଳନ ଆରମ୍ଭ ହୋଇଛି ।

Hot this week

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

Related Articles

Popular Categories