www.samajalive.in
Wednesday, December 10, 2025
14.1 C
Bhubaneswar

ଟେକାମାଡ଼ ଯୋଗୁ ୫୫.୬୦ ଲକ୍ଷ କ୍ଷତି ସହିଲାଣି ରେଳବାଇ

ନୂଆଦିଲ୍ଲୀ : ଟେକାମାଡ଼ ଯୋଗୁ ୨୦୧୯ରେ ଦେଶରେ ବନ୍ଦେ ଭାରତ ଟ୍ରେନ୍‌ ଚଳାଚଳ ଆରମ୍ଭ ହେବା ପରଠୁ ରେଳବାଇକୁ ୫୫.୬୦ ଲକ୍ଷ ଟଙ୍କାର କ୍ଷତି ସହିଛି ବୋଲି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବୁଧବାର ଲୋକ ସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତରରେ କହିଛନ୍ତି। ଟ୍ରେନ୍‌କୁ ଟେକାମାଡ଼ କରିବା ଅଭିଯୋଗରେ ୧୫୧ ଜଣଙ୍କୁ ଗିରଫ କରାଯାଇଛି। ଯାତ୍ରୀଙ୍କ ଜୀବନ ସୁରକ୍ଷା ଏବଂ ରେଳବାଇ ସମ୍ପତ୍ତି ଚୋରି ରୋକିବା ପାଇଁ ଜିଆର୍‌ପି/ଜିଲା ପୁଲିସ ପ୍ରଶାସନ ସହ ସମନ୍ବୟ ରଖି ରେଳବାଇ କାର୍ଯ୍ୟ କରୁଥିବା ରେଳମନ୍ତ୍ରୀ ସୂଚନା ଦେଇଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories