www.samajalive.in
Sunday, December 7, 2025
23.1 C
Bhubaneswar

ଦୁର୍ଘଟଣାରେ ଯବାନ ମୃତ

ଗଞ୍ଜାମ : ବସ୍‌‌ ସହ ବାଇକ୍‌‌ ମୁହାଁମୁହିଁ ଧକ୍କା ହୋଇ ଜଣେ ଯବାନଙ୍କ ମୃତ୍ୟୁ ଘଟିଛି। ଆସିକା ନିକଟ ଧରାକୋଟ ଥାନା ବରଡାବିଲିରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଥିବା ନେଇ ଗୁରୁବାର ଖବର ମିଳିଛି। ଯବାନଙ୍କ ନାମ ଜିତେନ୍ଦ୍ର ପାଢୀ ବୋଲି ଜଣାପଡିଛି। ସେ ପଞ୍ଜାବରେ ବିଏସଏଫ ଯବାନ ଭାବେ କାର୍ଯ୍ୟରତ ଥିଲେ। ମୃତ୍ୟୁ ପୂର୍ବରୁ ରିଲ୍‌‌ସ କରି ସୋସିଆଲ ମିଡିଆରେ ଅପଲୋଡ୍‌‌ କରିଥିଲେ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories