www.samajalive.in
Sunday, December 7, 2025
23.1 C
Bhubaneswar

ପିଏମ କିସାନର ୧୪ତମ କିସ୍ତି ପ୍ରଦାନ କଲେ ପ୍ରଧାନମନ୍ତ୍ରୀ

ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜସ୍ଥାନର ସିକର ଠାରେ ପ୍ରଧାନମନ୍ତ୍ରୀ କିସାନ ସମ୍ମାନନିଧି ଯୋଜନା ଅନ୍ତର୍ଗତ ୧୪ତମ କିସ୍ତି ପ୍ରଦାନ କରିଛନ୍ତି। ଦେଶର ୮ କୋଟି ୫୦ ଲକ୍ଷ କୃଷକ ପରିବାରର ବ୍ୟାଙ୍କ ଖାତାକୁ ସିଧାସଳଖ ୧୭ ହଜାର କୋଟି ଟଙ୍କା ପଠାଯାଇଛି। ଏହି ଅବସରରେ ଶ୍ରୀ ମୋଦୀ କହିଛନ୍ତି, ଏହି ଯୋଜନା ହେଉଛି ବିଶ୍ୱର ସର୍ବବୃହତ ଯୋଜନା ଯେଉଁଥିରେ କୃଷକମାନଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ଅର୍ଥ ହସ୍ତାନ୍ତର ହେଉଛି। ଏ ପର୍ଯ୍ୟନ୍ତ ଏହି ପ୍ରଧାନମନ୍ତ୍ରୀ କିସାନ ସମ୍ମାନନିଧି ଯୋଜନାରେ କେନ୍ଦ୍ର ସରକାର ୬୦ ହଜାର କୋଟି ଟଙ୍କାରୁ ଅଧିକ ଅର୍ଥ ଡ଼ିବିଟି ମାଧ୍ୟମରେ କୃଷକମାନଙ୍କୁ ପ୍ରଦାନ କରିଥିବା ସେ କହିଛନ୍ତି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories