www.samajalive.in
Sunday, December 14, 2025
15.1 C
Bhubaneswar

ବନ୍ଦ ହେଲା ହୀରାକୁଦର ଆଉ ୬ଟି ଗେଟ୍‌‌

ହୀରାକୁଦ : ବନ୍ଦ ହେଲା ହୀରାକୁଦ ଡ୍ୟାମର ଆଉ ୬ଟି ଗେଟ୍‌‌। ଜଳଭଣ୍ଡାରରେ ଜଳସ୍ତର ହ୍ରାସ ପାଉଥିବାରୁ ଆଉ ୬ଟି ଗେଟ୍‌‌ ଶୁକ୍ରବାର ବନ୍ଦ ହୋଇଛି। ବର୍ତ୍ତମାନ ୨ଟି ଗେଟ୍‌‌ ଦେଇ ହୀରାକୁଦରୁ ଜଳ ନିଷ୍କାସନ ଚାଲିଛି। ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୦୭.୪୧ ଫୁଟ୍‌‌ ରହିଛି। ହୀରାକୁଦକୁ ପ୍ରତି ସେକେଣ୍ଡରେ ୫୫,୦୬୦ କ୍ୟୁସେକ ଜଳପ୍ରବେଶ କରୁଛି। ଏହାସହ ୧,୫୭,୧୩୨କ୍ୟୁସେକ ଜଳ ନିଷ୍କାସନ ହେଉଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories