www.samajalive.in
Tuesday, December 9, 2025
16.1 C
Bhubaneswar

ଅରୁଣାଞ୍ଚଳ ପ୍ରଦେଶରେ ଭୂକମ୍ପ ଝଟକା

ଇଟାନଗର : ଭୂକମ୍ପ ଝଟକାରେ ଥରିଲା ଅରୁଣାଞ୍ଚଳ ପ୍ରଦେଶ। ଆଜି ସକାଳ ପ୍ରାୟ ୮ଟା୫୦ରେ ଅରୁଣାଞ୍ଚଳ ପ୍ରଦେଶର ପାନଙ୍ଗିନ୍‌‌ର ଉତ୍ତରରେ ଭୂକମ୍ପ ଝଟକା ଅନୁଭବ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତିବ୍ରତା ୪.୦ ରେକର୍ଡ କରାଯାଇଛି। ଭୂକମ୍ପରେ କୌଣସି ଧନଜୀବନ ହାନୀ ହୋଇଥିବା ନେଇ କୌଣସି ଖବର ମିଳି ନାହିଁ। ଏହା ପୂର୍ବରୁ ୨୨ ଜୁଲାଇରେ ମଧ୍ୟ ଅରୁଣାଞ୍ଚଳ ପ୍ରଦେଶରେ ଭୂକମ୍ପ ଝଟକା ଅନୁଭବ ହୋଇଥିଲା। ରିକ୍ଟର ସ୍କେଲରେ ଭୂକମ୍ପର ତିବ୍ରତା ୩.୩ ରେକର୍ଡ କରାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories