www.samajalive.in
Monday, December 8, 2025
13.1 C
Bhubaneswar

ସରଳ ଉପାୟରେ ପୂରଣ ହେବ ମନସ୍କାମନା

ଶ୍ରାବଣ ମାସ ଭଗବାନ ଶଙ୍କରଙ୍କ ପ୍ରିୟ ମାସ। ତେବେ ଭଗବାନଙ୍କୁ ପ୍ରସନ୍ନ କରିବାର କିଛି ସରଳ ଉପାୟ ବିଷୟରେ ଜାଣନ୍ତୁ। ଏହି ଉପାୟ ଦ୍ୱାରା ମନସ୍କାମନା ପୂରଣ ହେବା ସହ ଶୁଭଫଳ ପ୍ରାପ୍ତି ହୋଇଥାଏ।
ତମ୍ବାର ଏକ କଳସରେ ଜଳରେ ଗଙ୍ଗାଜଳ ମିଶାଇ ଶିବ ଲିଙ୍ଗରେ ଜଳ ଅର୍ପଣ କରନ୍ତୁ। ଏହି ସମୟରେ ମନ୍ତ୍ର ଜପ କରନ୍ତୁ। ଧିରେ ଧିରେ ଏକ ଧାରାରେ ଜଳ ଅର୍ପଣ କରନ୍ତୁ।
ଅଖଣ୍ଡିତ ବେଲପତ୍ରରେ ଚନ୍ଦନ ତିଳକ ଲଗାଇ ପ୍ରଭୁଙ୍କୁ ଅର୍ପଣ କରନ୍ତୁ।
ବେଲପତ୍ର,ଦୁଦୁରା ଫୁଲ ପ୍ରଭୁଙ୍କୁ ଅର୍ପଣ କରନ୍ତୁ।
ଶିବ ମନ୍ଦିରରେ ଘିଅ ଦୀପ ଲଗାଇବା ସହ ୧୦୮ ଥର ଶିବ ମନ୍ତ୍ରର ଜପ କରନ୍ତୁ।
କ୍ଷୀର,ମହୁ ମଧ୍ୟ ପ୍ରଭୁଙ୍କୁ ଅର୍ପଣ କଲେ ମନସ୍କାମନା ପୂରଣ ହୋଇଥାଏ।
ଅସହାୟଙ୍କୁ ଭୋଜନ ଓ ବସ୍ତ୍ର ଦାନ କରନ୍ତୁ।

Hot this week

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

Related Articles

Popular Categories