www.samajalive.in
Wednesday, December 10, 2025
16.1 C
Bhubaneswar

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ମହିଳା ଏଏସଆଇ

କୋରାପୁଟ: ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଜଣେ ମହିଳା ପୁଲିସ କର୍ମଚାରୀ। କୋରାପୁଟ ଜିଲା ଦଶମନ୍ତପୁର ଥାନାର ମହିଳା ଏଏସଆଇ ଦୀପିକା ହୀରା ଶୁକ୍ରବାର ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କୌଶଳକ୍ରମେ ତାଙ୍କୁ ଧରିଛି ଭିଜିଲାନ୍ସ। ଏଥିସହ ତାଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରାଯାଇଛି।

Hot this week

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

ସୁନା ଓ ରୂପା ଏତିକି ଟଙ୍କା ହେଲା ଶସ୍ତା

ସମାଜ ଡିଜିଟାଲ ଡେସ୍କ: ସୁନା ଓ ରୂପା ମୂଲ୍ୟରେ ସାମାନ୍ୟ ହ୍ରାସ...

ସ୍ବତନ୍ତ୍ର ସିନ୍ଧ୍‌ ଦେଶ ଗଠନ ଦାବି; ପାକିସ୍ତାନରେ ହିଂସା

କରାଚି: ବେଲୁଚିସ୍ତାନ ପରେ ପାକିସ୍ତାନରେ ଏବେ ସ୍ବତନ୍ତ୍ର ସିନ୍ଧ୍‌ଦେଶ ଗଠନ ଦାବି...

ଭୋଟ ଚୋରି ଜାତୀୟତା ବିରୋଧୀ କାର୍ଯ୍ୟ: ରାହୁଲ

ନୂଆଦିଲ୍ଲୀ: ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଦେଶର ବିଭିନ୍ନ ରାଜ୍ୟରେ ଚାଲିଥିବା ସ୍ବତନ୍ତ୍ର...

ଆଇପିଏଲ୍‌ ନିଲାମ ତାଲିକାରେ ୩୫୦ ଖେଳାଳି

ନୂଆଦିଲ୍ଲୀ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୦୨୬ ସଂସ୍କରଣ ଲାଗି ମିନି...

Related Articles

Popular Categories