www.samajalive.in
Friday, December 12, 2025
26.1 C
Bhubaneswar

ମେସରେ ସର୍ପାଘାତ, ଛାତ୍ରୀ ମୃତ

କେନ୍ଦୁଝର: ସାପ କାମୁଡ଼ାରେ ଜଣେ +୨ ଛାତ୍ରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଛାତ୍ରୀ ଜଣକ ପାଟଣା ବଜାର ନିକଟ ଏକ ଘରୋଇ ମେସରେ ରହି +୨ ପାଠ ପଢୁଥିଲେ। ଗତକାଲି ଶୋଇଥିବାବେଳେ ତାଙ୍କୁ ସାପ କାମୁଡ଼ି ଦେଇଥିଲା। ଏହାପରେ ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ କେନ୍ଦୁଝର ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର କେନ୍ଦୁଝର ମେଡ଼ିକାଲରେ ମୃତ୍ୟୁ ହୋଇଥିବ।

Hot this week

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

Related Articles

Popular Categories