www.samajalive.in
Sunday, December 14, 2025
26.1 C
Bhubaneswar

ଗୋପାଳପୁର କଲେଜରେ ପରିଚାଳନା କମିଟିର ପ୍ରଥମ ବୈଠକ

ଗୋପାଳପୁର: ଗୋପାଳପୁର କଲେଜରେ ଆଜି କଲେଜର ନୂତନ ଭାବେ ଗଠନ ହୋଇଥିବା ପରିଚାଳନା କମିଟିର ପ୍ରଥମ ବୈଠକ କମିଟି ସଭାପତି ସି ଏଚ ଦିଲେଶ୍ଵର ରେଡିଙ୍କ ଅଧକ୍ଷତରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ ଡ଼. ଗୋପବନ୍ଧୁ ଦାଶ, ଉଚ୍ଚ ଶିକ୍ଷା ବିଭାଗର ଆଞ୍ଚଳିକ ନିର୍ଦେଶକ ଡ଼. ଲକ୍ଷ୍ମୀକାନ୍ତ ତ୍ରିପାଠୀ, ଉପ ନିର୍ଦ୍ଦେଶକ ଡ଼. ସିଦ୍ଧାର୍ଥ ଶଙ୍କର ପାଢ଼ୀ ଯୋଗ ଦେଇଥିଲେ। କଲେଜ ଅଧକ୍ଷ ତଥା କମିଟି ସମ୍ପାଦକ ଡ଼. ରାମ ପ୍ରସାଦ ପଣ୍ଡା ପୁଷ୍ପଗୁଚ୍ଛ ଦେଇ ସମସ୍ତ ସଦସ୍ୟଙ୍କୁ ସ୍ୱାଗତ କରିଥିଲେ। କଲେଜର ଶୈକ୍ଷିକ ବାତାବରଣ ଉନ୍ନତି କରଣ ସକାଶେ ଆବଶ୍ୟକ ପଦକ୍ଷେପ ତଥା ଶ୍ରେଣୀଗୃହ, ଖେଳ ପଡ଼ିଆ ଏବଂ ଖାଲିପଡିଥିବା ପଦବୀ ପୂରଣ କରିବା ସକାଶେ ଆଲୋଚନା ହୋଇଥିଲା।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories