www.samajalive.in
Saturday, December 13, 2025
27.1 C
Bhubaneswar

ଡକ୍ଟର ଆଶିଷ ଘୋଷ ଆଇଆଇଆଇଟି ନିର୍ଦ୍ଦେଶକ

ଭୁବନେଶ୍ବର: ଭୁବନେଶ୍ବରସ୍ଥିତ ଇଣ୍ଟରନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍‌ ଇନ୍‌ଫରମେସନ ଟେକ୍ନୋଲୋଜିର ନିର୍ଦ୍ଦେଶକ ଭାବେ ଡକ୍ଟର ଆଶିଷ ଘୋଷ ନିଯୁକ୍ତି ପାଇଛନ୍ତି। ଡକ୍ଟର ଘୋଷଙ୍କୁ ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ ଏହି ନିଯୁକ୍ତି ଦେଇଛନ୍ତି। ସେ ୫ବର୍ଷ ପାଇଁ ଦାୟିତ୍ବ ତୁଲାଇବାକୁ ଥିବାବେଳେ ବର୍ତ୍ତମାନ କଲକାତାସ୍ଥିତ ଇଣ୍ଡିଆନ ଷ୍ଟାଟିଷ୍ଟିକାଲ ଟେକ୍ନୋଲୋଜି ଇନୋଭେସନ ହବ୍‌ ପ୍ରଫେସର ତଥା ପ୍ରକଳ୍ପ ନିର୍ଦେଶକ ଭାବେ ଦାୟିତ୍ବ ନିର୍ବାହ କରୁଛନ୍ତି। ଶିକ୍ଷାଦାନ କ୍ଷେତ୍ରରେ ତାଙ୍କର ୨୮ବର୍ଷର ଅଭିଜ୍ଞତା ରହିଛି।

Hot this week

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି- ପ୍ରସନ୍ନ

ଭୁବନେଶ୍ୱର: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ବଡ ବୟାନ...

Related Articles

Popular Categories