www.samajalive.in
Monday, December 8, 2025
27.1 C
Bhubaneswar

ଅକ୍ଟୋବର ମାସରୁ ବାଘ ଗଣନା ଆରମ୍ଭ

ଭୁବନେଶ୍ୱର : ରାଜ୍ୟରେ ଅକ୍ଟୋବର ମାସରୁ ବାଘ ଗଣନା ଆରମ୍ଭ ହେବ। ଶୁକ୍ରବାର ଏନେଇ ଖବର ଜଣାପଡିବା ସହ ୨ଟି ପର୍ଯ୍ୟାୟରେ ପ୍ରାୟ ଦେଢମାସ ଧରି ଚାଲିବ ଗଣନା କାର୍ଯ୍ୟ। ଟ୍ରାଞ୍ଜାକ୍ଟ ଆନାଲିସିସ୍‌‌ ଓ କ୍ୟାମେରା ଟ୍ରାପ ଜରିଆରେ ବାଘ ଗଣନା ହେବ। ବାଘ ଗଣନା ନେଇ ବନ ବିଭାଗର ବରିଷ୍ଠ ଅଧିକାରୀଙ୍କ ପକ୍ଷରୁ ସୂଚନା ମିଳିଛି।

Hot this week

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

Related Articles

Popular Categories