www.samajalive.in
Sunday, December 7, 2025
26.1 C
Bhubaneswar

ବ୍ୟାଙ୍କ ଋଣ ଠକେଇ ମାମଲା : ପୂର୍ବତନ ବ୍ରାଞ୍ଚ ମ୍ୟାନେଜର ଗିରଫ

ଭୁବନେଶ୍ବର: ବ୍ୟାଙ୍କ ଋଣ ଦେବା ନାଁରେ ଠକେଇ ମାମଲା ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍ ଇଣ୍ଡିଆର ପୂର୍ବତନ ବ୍ରାଞ୍ଚ ମ୍ୟାନେଜର ସ୍ବୟମ୍ ପ୍ରକାଶ ପରିଡାଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା ଗିରଫ କରିଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ତାଙ୍କ ନାମରେ ୧ କୋଟି ୯ ଲକ୍ଷ ଟଙ୍କାର ଠକେଇ ଅଭିଯୋଗ ହୋଇଥିଲା । ୨୦୧୫ରୁ ୨୦୧୭ ମଧ୍ୟରେ ଋଣ ଦେବା ନାଁରେ ଠକେଇ ହୋଇଥିଲା । ୨୪ଟି ଗାଡି ଲୋନ ଓ ସିସି ଲୋନ ଫେକ୍ ଆକାଉଣ୍ଟରେ ମଞ୍ଜୁର କରିଥିଲେ ସ୍ବୟମ୍ ପ୍ରକାଶ । ଅଭିଯୋଗ ପରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା ତାଙ୍କୁ ଗିରଫ କରିଛି।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories