www.samajalive.in
Saturday, December 6, 2025
26.1 C
Bhubaneswar

ଲଘୁଚାପ ବର୍ଷା : ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷିବ

ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ଉତ୍ତର ଓଡ଼ିଶାର ବାଲେଶ୍ବର, ମୟୂରଭ଼ଞ୍ଜ ଓ କେନ୍ଦୁଝରରେ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ରାଜ୍ୟରେ ୨ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories