www.samajalive.in
Friday, December 5, 2025
20.1 C
Bhubaneswar

ଦେଶବିରୋଧୀ ମନ୍ତବ୍ୟ ଦେଇ ହ୍ୱାଟସ୍‍ଆପ୍‍ ଆଡ୍‍ମିନ୍‍ ଗିରଫ

ବାଘପତ୍‍: ସୋସିଆଲ୍‍ ମିଡିଆରେ ଦେଶ ବିରୋଧରେ ମନ୍ତବ୍ୟ ଦେବା ଅଭିଯୋଗରେ ଜଣେ ହ୍ୱାଟ୍‍ସଆପ୍‍ ଗ୍ରୁପ୍‍ ଆଡ୍‍ମିନ୍‍ଙ୍କୁ ପୁଲିସ ଗିରଫ କରିଛି। ପୁଲିସ ସୂଚନା ଅନୁଯାୟୀ, ଜନସେବା କେନ୍ଦ୍ର ପରିଚାଳନା କରୁଥିବା ନଇମ୍‍ ନାମକ ଜଣେ ଯୁବକ ହ୍ୱାଟସ୍‍ଆପ୍‍ରେ ଭାରତ ବିରୋଧରେ କିଛି ଆପତ୍ତିଜନକ ମନ୍ତବ୍ୟ ଲେଖି ପୋଷ୍ଟ କରିଥିଲେ। ଏହା ବିରୋଧରେ ବାମନୁଆଲିର ଦୀପକ କୁମାର ନାମକ ଜଣେ ଯୁବକ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ନଇମ୍‍ଙ୍କୁ ଗିରଫ କରାଯାଇଛି।

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories