www.samajalive.in
Monday, December 8, 2025
27.1 C
Bhubaneswar

ଭିଜିଲାନ୍ସ ଜାଲରେ ଟିଡିସିସିଏଲର ପୂର୍ବତନ ଜିଏମ

ଭୁବନେଶ୍ୱର: ଟିଡିସିସିଏଲର ପୂର୍ବତନ ଜିଏମ୍ ରୋହିତ କୁମାର ପରିଡ଼ାଙ୍କ ଠାରୁ ନଗଦ ୫.୫୪ ଲକ୍ଷ ଟଙ୍କା ଜବତ କରିଛି ଭିଜିଲାନ୍ସ ଟିମ୍। ସୂଚନା ଅନୁସାରେ, ଓଡ଼ିଶା ଭିଜିଲାନ୍ସର ଏକ ଦଳ ୩୧ ତାରିଖ ଦିନ ଆର୍ ଉଦୟଗିରି ଟିଡିସିସିଏଲ(ଆଦିବାସୀ ବିକାଶ ସମବାୟ ନିଗମ ଲିମିଟେଡ)ର ପୂର୍ବତନ ଜିଏମ୍ ରୋହିତ କୁମାର ପରିଡ଼ା ଭୁବନେଶ୍ୱର ଅଭିମୁଖେ ଯାଉଥିବାବେଳେ ଯାତ୍ରା କରୁଥିବା ବସକୁ ଚନ୍ଦ୍ରଗିରିରେ ଅଟକାଇଥିଲା ଭିଜିଲାନ୍ସ । ତାଙ୍କ ନିକଟରୁ ନଗଦ ଟଙ୍କା ୫.୫୪ ଲକ୍ଷ ଟଙ୍କା ମିଳିଥିଲା।  ଏତେ ପରିମାଣର ଟଙ୍କା ସେ କେଉଁଠୁ ଆଣିଲେ ବୋଲି ସେ ନେଇ ଅଧିକ ତଦନ୍ତ ଜାରି ରହିଛି। ଶ୍ରୀ ପରିଡ଼ାଙ୍କର ଏକକାଳୀନ ତିନିଟି ସ୍ଥାନରେ ଚଢ଼ାଉ ଚାଲିଛି।

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories