www.samajalive.in
Friday, December 12, 2025
15.1 C
Bhubaneswar

୨୫ ବର୍ଷ ପୂର୍ବର ହତ୍ୟା ମାମଲାରେ ପୂର୍ବତନ ବିଧାୟକଙ୍କୁ ଆଜୀବନ ଜେଲ୍

ବ୍ରହ୍ମପୁର : ୨୫ ବର୍ଷ ପୂର୍ବର ଏକ ହତ୍ୟା ମାମଲାରେ ପୂର୍ବତନ ବିଧାୟକ ନାରାୟଣ ରେଡ୍ଡୀଙ୍କୁ ଆଜୀବନ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି ଏଡିଜେ-୩ କୋର୍ଟ। ୧୯୯୮ ମସିହାରେ ହୋଇଥିବା ଆର୍‌ଆଇ ହତ୍ୟା ମାମଲାରେ ଏବେ ରାୟ ଶୁଣାଇଥିବା ସୂଚନା ମିଳିଛି। ସୂଚନା ଅନୁସାରେ, ଏହି ମାମଲାରେ ନାରାୟଣଙ୍କ ସହ ମୋଟ ୧୩ ଜଣଙ୍କୁ ଆଜୀବନ ଜେଲ୍ ଦଣ୍ଡାଦେଶ ହୋଇଛି । ୧୯୯୮ରେ ସିନ୍ଧି ଗାଁରେ ଏକ ବୈଠକ ବେଳେ ଗଣ୍ଡଗୋଳ ହୋଇଥିଲା । ଗଣ୍ଡଗୋଳ ଓ ମାରପିଟ୍‌ରେ ଆର୍‌ଆଇ ବିନୋଦ ମେହେରଙ୍କ ମୃତ୍ୟୁ ଘଟିଥିଲା । ଏହି ଘଟଣାରେ ନାରାୟଣ ରେଡ୍ଡୀଙ୍କ ସହ ୨୨ ଜଣଙ୍କ ନାଁରେ ମାମଲା ହୋଇଥିଲା ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories