www.samajalive.in
Saturday, December 13, 2025
26.1 C
Bhubaneswar

ପ୍ରକାଶ ପାଇଲା ଓଏଏସ୍‌ ପରୀକ୍ଷାଫଳ: ସୁଦେବ କୁମାର ପୃଷ୍ଟି ଟପ୍ପର

ଭୁବନେଶ୍ବର : ପ୍ରକାଶ ପାଇଛି ଓଡ଼ିଶା ସିଭିଲ ସର୍ଭିସ(ଓସିଏସ୍‌) ପରୀକ୍ଷାଫଳ। ଏଥିରେ ସୁଦେବ କୁମାର ପୃଷ୍ଟି ଟପ୍ପର ହୋଇଛନ୍ତି। ସୁଚିସ୍ମିତା ପାଣିଗ୍ରାହୀ ଦ୍ୱିତୀୟ, ପ୍ରଣବ ରଂଜନ ସାହୁ ତୃତୀୟ ହୋଇଥିବାବେଳେ ଶ୍ରେଷ୍ଠ ୧୦ ଜଣଙ୍କ ମଧ୍ୟରେ ୫ ପୁଅ ଏବଂ ୫ ଝିଅ ଅଛନ୍ତି। ଏଥିରେ ୧୬୪ ମହିଳାଙ୍କ ସହ ମୋଟ ୪୩୨ ପ୍ରାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । ସେହିପରି ଚତୁର୍ଥ ସ୍ଥାନରେ ବୈଶାଖୀ ଲେଙ୍କା, ପଞ୍ଚମ ସ୍ଥାନରେ ଶ୍ୱେତଲିନା ମାହାନା, ଷଷ୍ଠ ସ୍ଥାନରେ ଅଛନ୍ତି ଅଗ୍ନିଜା ଶିବଦତ୍ତା, ସପ୍ତମ ସ୍ଥାନରେ ସନ୍ତୋଷ କୁମାର ପାତ୍ର ଅଷ୍ଟମ ସ୍ଥାନରେ ମୀମାଂସା ସାହୁ, ନବମ ସ୍ଥାନରେ ବିନ୍ଦୁ ବଳୟ ରାଉତରାୟ ଓ ଦଶମ ସ୍ଥାନରେ ଅଛନ୍ତି ସୌମ୍ୟରଂଜନ ମହାପାତ୍ର ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories