www.samajalive.in
Tuesday, December 9, 2025
15.1 C
Bhubaneswar

ରେଳଧାରଣାରୁ ମହିଳାଙ୍କ ମୃତଦେହ ଉଦ୍ଧାର

ଧାମରା: ଧାମରା ନିକଟସ୍ଥ ଯଶୀପୁର ବଳସାହି ନିକଟରେ ଯାଇଥିବା ଧାମରା-ଭଦ୍ରକ ରେଳପଥରୁ ଏକ ଅଜଣା ମୃତଦେହ ଉଦ୍ଧାର ହୋଇଛି। ପ୍ରାପ୍ତ ଖବର ଅନୁଯାୟୀ, ସୋମବାର ସନ୍ଧ୍ୟା ସମୟରେ ଯଶିପୁର ନିକଟସ୍ଥ ବଳସାହିଠାରେ ରେଳପଥରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ବାଂଶଡ଼ା ଥାନାଧିକାରୀ ବଲ୍ଲଭ ସାହୁଙ୍କ ମତାନୁଯାୟୀ, ସଂପୃକ୍ତ ମହିଳାଙ୍କ ବୟସ ଆନୁମାନିକ ୪୫ ହୋଇଥିବା ବେଳେ ରେଳଧାରଣା ପାରି ହେଉଥିବା ବେଳେ ଏହି ଅଘଟଣ ଘଟିଛି ଅଥବା ସଂପୃକ୍ତ ସେ ଜାଣିଶୁଣି ରେଳପଥରେ ଆତ୍ମହତ୍ୟା କରିଥିବା ନେଇ ସନ୍ଦେହ ସୃଷ୍ଟି ହୋଇଛି। ଖବର ଲେଖା ହେବା ପର୍ଯ୍ୟନ୍ତ ଏନେଇ ସଂପୃକ୍ତ ମହିଳାଙ୍କ ପରିଚୟ ମିଳିପାରି ନଥିବା ବେଳେ ବାଂଶଡା ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିବା ସହ ତଦନ୍ତ ଜାରି ରଖିଛି।

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories