www.samajalive.in
Sunday, December 14, 2025
19.1 C
Bhubaneswar

ପୃଥିବୀ ପରିକ୍ରମଣ ଶେଷ କଲା ଚନ୍ଦ୍ରଯାନ-୩

ନୂଆଦିଲ୍ଲୀ : ଚନ୍ଦ୍ର ଅଭିଯାନ ନିମନ୍ତେ ଇସ୍ରୋ ପକ୍ଷରୁ ପ୍ରେରଣ କରାଯାଇଥିବା ଚନ୍ଦ୍ରଯାନ-୩ ପୃଥିବୀର କକ୍ଷପଥ ପରିକ୍ରମଣ ଶେଷ କରିଛି। ସୋମବାର ବିଳମ୍ବିତ ରାତିରେ ଚନ୍ଦ୍ରଯାନ-୩ ଏହି ପରିକ୍ରମଣ ଶେଷ କରିଥିବାବେଳେ ଏହାକୁ ଚନ୍ଦ୍ରର କକ୍ଷପଥ ଅଭିମୁଖେ ପ୍ରେରଣ କରାଯାଇଛି। ଟ୍ରାନ୍ସ ଲୁନାର ଇଞ୍ଜେକସନ (ଟିଏଲଆଇ) ଦ୍ବାରା ଚନ୍ଦ୍ରଯାନ-୩କୁ ଚନ୍ଦ୍ର ଅଭିମୁଖେ ପ୍ରେରଣ କରାଯାଇଛି। ଜୁଲାଇ ୧୪ରେ ଚନ୍ଦ୍ରଯାନ-୩କୁ ଚନ୍ଦ୍ର ଅଭିମୁଖେ ଉତ୍‌କ୍ଷେପଣ କରାଯାଇଥିଲା। ଅଗଷ୍ଟ ୨୩ କିମ୍ବା ୨୪ରେ ଏହା ଚନ୍ଦ୍ରପୃଷ୍ଠରେ ଅବତରଣ କରିବ।

Hot this week

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

Related Articles

Popular Categories