www.samajalive.in
Saturday, December 6, 2025
16.1 C
Bhubaneswar

ଶ୍ରୀମନ୍ଦିର ରତ୍ନଭଣ୍ଡାର ପ୍ରସଙ୍ଗ; ହାଇକୋର୍ଟରେ ସତ୍ୟପାଠ ଦାଖଲ

ପୁରୀ : ଶ୍ରୀମନ୍ଦିର ରତ୍ନଭଣ୍ଡାର ପ୍ରସଙ୍ଗରେ ମଙ୍ଗଳବାର ହାଇକୋର୍ଟରେ ସତ୍ୟପାଠ ଦାଖଲ ହୋଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ହାଇକୋର୍ଟରେ ସତ୍ୟପାଠ ଦାଖଲ ହୋଇଛି। ଶେଷ ଥର ପାଇଁ ୧୯୭୮ରେ ରତ୍ନଭଣ୍ଡାର ଖୋଲାଯାଇଥିଲା। ରତ୍ନଭଣ୍ଡାର ଖୋଲାଯାଇ ଅଳଙ୍କାର ଗୁଡିକ ହିସାବ କରାଯାଇଥିଲା। ୧୪୯ କେଜି ୪୬୦ ଗ୍ରାମ ସୁନା ଓ ୧୮୪ କିଲୋ ରୁପା ରହିଥିବା ଉଲ୍ଲେଖ ରହିଛି। ଭିତର ରତ୍ନଭଣ୍ଡାରର ଅଳଙ୍କାର କେବେ ମଧ୍ୟ ବ୍ୟବହାର ହୁଏ ନାହିଁ। ଭିତର ରତ୍ନଭଣ୍ଡାରରେ ୫୦ କେଜି ୬୦୦ ଗ୍ରାମ ସୁନା ଅଳଙ୍କାର ରହିଛି। ଭିତର ରତ୍ନଭଣ୍ଡାରରେ ୧୩୪ କେଜି ୫୦ ଗ୍ରାମ ରୁପା ଅଳଙ୍କାର ରହିଛି। ବାହାର ରତ୍ନ ରତ୍ନଭଣ୍ଡାରରେ ୯୫ କେଜି ୩୨୦ ଗ୍ରାମ ସୁନା ଅଳଙ୍କାର ରହିଛି। ବାହାର ରତ୍ନ ରତ୍ନଭଣ୍ଡାରରେ ୧୯ କେଜି ୪୮୦ ଗ୍ରାମ ରୁପା ଅଳଙ୍କାର ରହିଛି। ଚଳନ୍ତି ଭଣ୍ଡାରରେ ପ୍ରାୟ ସାଢେ ୩ କେଜି ସୁନା ଅଳଙ୍କାର ରହିଛି। ଚଳନ୍ତି ଭଣ୍ଡାରରେ ପ୍ରାୟ ୩୦ କେଜି ୩୫୦ ଗ୍ରାମ ରୁପା ଅଳଙ୍କାର ରହିଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories