www.samajalive.in
Monday, December 15, 2025
17.1 C
Bhubaneswar

ଲଗାଣ ବର୍ଷାରେ ଭୁଶୁଡ଼ିଲା କଚ୍ଚା ଘର

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ କରୁଆଁମୁଣ୍ଡା ଗ୍ରାମର ସୁଭାଷ ନାଏକ ନାମକ ଜଣକ ଘର ଲଗାଣ ବର୍ଷା ଯୋଗୁଁ ଭୁଶୁଡ଼ି ଯାଇଥିବା ଜଣାପଡିଛି। କରୁଆଁମୁଣ୍ଡା ଗ୍ରାମର ସୁଭାଷ ନାଏକଙ୍କ ଗୋଟିଏ ଛୋଟ ଖପର ଘର ଥିଲା। ଲଗାଣ ବର୍ଷା ଯୋଗୁଁ ଆଝି ତାହା ଭୁଶୁଡ଼ିଗଲା। ଗୋଟିଏ ଗରିବ ଖଟିଖିଆ ଓ ବିପିଏଲ ହିତାଧିକାରୀ ହୋଇଥିଲେ ସୁଦ୍ଧା ଆଝି ପର୍ଯ୍ୟନ୍ତ ତାଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଖଣ୍ଡିଏ ମଧ୍ୟ ମିଳିପାରି ନାହିଁ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories