www.samajalive.in
Sunday, December 7, 2025
26.1 C
Bhubaneswar

ବର୍ଷା ଓ ବନ୍ୟା ପ୍ରଭାବ : ଆଜି ୯ ଜିଲାରେ ସ୍କୁଲ, କଲେଜ ଛୁଟି

ଭୁବନେଶ୍ୱର: ରାଜ୍ୟରେ ବର୍ଷା ଓ ବନ୍ୟା ସ୍ଥିତିକୁ ଦେଖି ଆଜି ସମ୍ବଲପୁର, ଅନୁଗୁଳ, ବଲାଙ୍ଗୀର, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ରାୟଗଡ଼ା ଜିଲାରେ ସବୁ ସ୍କୁଲ ଓ କଲେଜ ଛୁଟି ଘୋଷଣା କରାଯାଇଛି। ସେହିପରି ଯାଜପୁର ଜିଲାର ୪ଟି ବ୍ଲକକୋରେଇ, ଯାଜପୁର, ବିଞ୍ଝାରପୁର ଓ ଦଶରଥପୁର)ରେ ସମସ୍ତ ସ୍କୁଲ ଓ କଲେଜ ଛୁଟି ଘୋଷଣା କରାଯାଇଥିବା ସୂଚନା ମିଳିଛି।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories