www.samajalive.in
Sunday, December 7, 2025
26.1 C
Bhubaneswar

କାଲି ଆସୁଛନ୍ତି ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର : ଓଡିଶା ଗସ୍ତରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ଆସନ୍ତାକାଲି ରାତି ୧୦ଟା ୪୦ରେ ଭୁବନେଶ୍ୱରରେ ପହଞ୍ଚିବେ। ଏନେଇ ଆଜି ଖବର ମିଳିଛି। ଶନିବାର ୧୧ଟାରୁ ୧୨ଟା ଯାଏଁ ଜାତୀୟ ରାଜପଥ ପ୍ରକଳ୍ପ ଶୁଭାରମ୍ଭରେ ଯୋଗ ଦେବେ। ୧୨ରୁ ସାଢେ ୧୨ ନକ୍ସଲ ଦମନ,ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ବୈଠକରେ ଯୋଗ ଦେବେ। ସାଢେ ୧୨ରୁ ଦଳୀୟ ବୈଠକ ସହ ପାର୍ଟି କାର୍ଯ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଯୋଗ ଦେବେ। ଅପରାହ୍ନ ୨ଟାରୁ ୫ ଟା ପର୍ଯ୍ୟନ୍ତ କର୍ମକର୍ତ୍ତାଙ୍କ ସହ ରୁଦ୍ଧଦ୍ୱାର ବୈଠକରେ ଯୋଗ ଦେବାର ମଧ୍ୟ କାର୍ଯ୍ୟକ୍ରମ ରହିଛି। ଏହାସହ ସନ୍ଧ୍ୟା ୬ଟାରେ ବିମାନବନ୍ଦର ଲାଉଞ୍ଜରେ ବୈଠକ ସହ ପ୍ରତ୍ୟାବର୍ତ୍ତନ କରିବେ।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories