www.samajalive.in
Saturday, December 6, 2025
26.1 C
Bhubaneswar

ଏସ୍‌ଆର୍‌ସିଙ୍କ ନିର୍ଦେଶ : ବନ୍ୟା ସ୍ଥିତି ଉପରେ ନଜର ରଖିବେ ୮ ବରିଷ୍ଠ ଯନ୍ତ୍ରୀ

ଭୁବନେଶ୍ବର : ବନ୍ୟାସ୍ଥିତି ଉପରେ ନଜର ରଖିବାକୁ ୮ ବରିଷ୍ଠ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍‌ଆର୍‌ସି। ମହାନଦୀରେ ବନ୍ୟାକୁ ଦେଖି ଜଳସମ୍ପଦ ବିଭାଗର ୮ ଯନ୍ତ୍ରୀଙ୍କୁ ଦାୟିତ୍ୱ ଦିଆଯାଇଛି ବୋଲି ସୂଚନା ମିଳିଛି। ସୂଚନା ଅନୁସାରେ, ଚିନ୍ମୟ ରଞ୍ଜନ ରାଉତଙ୍କୁ ପୁରୀ, ଆର୍ତ୍ତତ୍ରାଣ ସାହୁଙ୍କୁ କେନ୍ଦ୍ରାପଡ଼ା, ବିଘ୍ନରାଜ ପୁରୋହିତ ଖୋର୍ଦ୍ଧା ଜିଲାରେ ବନ୍ୟାସ୍ଥିତି ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ପ୍ରତୀକ ଦୀକ୍ଷିତ କଟକ ମହାନଦୀ ବ୍ୟାରେଜ, ଶକ୍ତି ପ୍ରସାଦ ଦାଶ ନୃତ୍ତାଙ୍ଗ ଅଞ୍ଚଳ, ହିମାଂଶୁ କୁମାର ଜେନା ପୁରୀ ଜିଲା ବଳଙ୍ଗା ଅଞ୍ଚଳ ବନ୍ୟାସ୍ଥିତି ଉପରେ ନଜର ରଖିବାକୁ ନିର୍ଦେଶ ଦିଆଯାଇଥିବା ଜଣାପଡ଼ିଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories