www.samajalive.in
Tuesday, December 9, 2025
15.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଭୁବନେଶ୍ୱର : ଖୋଲିଲା ମାର୍କେଟ ବିଲ୍ଡିଂ,ସୋ ରୁମ୍‌‌ ବନ୍ଦ..

ପୁରୀ ଜିଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍‌‌..

- Advertisement -

ରୋଗୀଙ୍କ ପାଇଁ ବଡ ଘୋଷଣା..

ରୋଗୀଙ୍କ ପାଇଁ ଦିଆଯାଉଥିବା ଖାଦ୍ୟ ଅନୁଦାନରେ ୩୦ ପ୍ରତିଶତ ବୃଦ୍ଧିକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ..

ଆସନ୍ତାକାଲି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ..

ନୀଳାଦ୍ରି ଭକ୍ତ ନିବାସରେ ଦିନ ୧୧ଟାରେ ବୈଠକ ବସିବ..

ରଥଯାତ୍ରା ବିଶୃଙ୍ଖଳା,ବନକଲାଗି ନୀତି ନେଇ ଆଲୋଚନା ହେବ..

ଦୁର୍ବଳ ନଦୀବନ୍ଧଗୁଡ଼ିକରେ ୨୪ ଘଣ୍ଟିଆ ପାଟ୍ରୋଲିଂ ନିର୍ଦେଶ..

ବର୍ଷା ଓ ବନ୍ୟା ପ୍ରଭାବ ..

ଆଜି ୯ ଜିଲାରେ ସ୍କୁଲ, କଲେଜ ଛୁଟି ..

ସମ୍ବଲପୁର, ଅନୁଗୁଳ, ବଲାଙ୍ଗୀର, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ରାୟଗଡ଼ା ଜିଲାରେ ସବୁ ସ୍କୁଲ ଓ କଲେଜ ଛୁଟି ଘୋଷଣା..

କାଲି ଓଡ଼ିଶା ଆସିବେ ଅମିତ ଶାହା..

ଏସ୍‌ଆର୍‌ସିଙ୍କ ନିର୍ଦେଶ : ବନ୍ୟା ସ୍ଥିତି ଉପରେ ନଜର ରଖିବେ ୮ ବରିଷ୍ଠ ଯନ୍ତ୍ରୀ..

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories