www.samajalive.in
Monday, December 15, 2025
15.1 C
Bhubaneswar

ଯାଜପୁର : ଶୁକ୍ରବାର ଶିକ୍ଷାନୁଷ୍ଠାନ ଓ ଅଙ୍ଗନୱାଡି ଛୁଟି

ଯାଜପୁର : ପ୍ରବଳ ବର୍ଷା ଯୋଗୁ ଜିଲ୍ଲାରେ ବନ୍ୟା ଅନୁଭୂତ ହେବା ଯୋଗୁ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଚକ୍ରବର୍ତ୍ତୀ ସିଂହ ରାଠୋର ଜିଲ୍ଲାର ଯାଜପୁର ପୌରାଞ୍ଚଳ ବ୍ୟତୀତ ଯାଜପୁର ବ୍ଲକ ଅଞ୍ଚଳ, ଦଶରଥପୁର, ବିଂଝାରପୁର , ବାରୀ ଓ ବଡଚଣା ବ୍ଲକରେ ଥିବା ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସହ ଅଙ୍ଗନୱାଡି କେନ୍ଦ୍ରଗୁଡିକ ଶୁକ୍ରବାର (ଆସନ୍ତାକାଲି) ଗୋଟିଏ ଦିନ ପାଇଁ ବନ୍ଦ ରଖିବାକୁ ନିର୍ଦ୍ଦେଶନାମା ଜାରି କରିଛନ୍ତି । ଏଣୁ ସଂପୃକ୍ତ ଶିକ୍ଷାନୁଷ୍ଠନ ଓ ଅନୁଷ୍ଠାନ ମୁଖ୍ୟ ଏବଂ ବିଭାଗୟ ଅଧିକାରୀ  ଛାତ୍ରଛାତ୍ରୀ ଓ ପିଲାମାନଙ୍କ ହିତରେ ଆସନ୍ତାକାଲି ଜିଲ୍ଲାପାଳଙ୍କ ଆଦେଶନାମା କୁ କାର୍ଯକାରୀ କରିବାକୁ ଜିଲ୍ଲାପ୍ରଶାସନ ନିର୍ଦ୍ଦେଶ ଦେଇଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories