www.samajalive.in
Saturday, December 13, 2025
26.1 C
Bhubaneswar

ନିୟନ୍ତ୍ରଣରେ ରହିଛି ବନ୍ୟା ସ୍ଥିତି – ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ୱର : ନିୟନ୍ତ୍ରଣରେ ରହିଛି ବନ୍ୟା ସ୍ଥିତି। ଏନେଇ ଆଜି ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ପକ୍ଷରୁ ସୂଚନା ମିଳିଛି। ବ୍ରାହ୍ମଣୀ, ମହାନଦୀ, ବୈତରଣୀରେ ବନ୍ୟା ସ୍ଥିତି ନିୟନ୍ତ୍ରଣରେ ରହିଛି। କୌଣସି ସ୍ଥାନରେ କିଛି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇ ନଥିବା ବେଳେ କେବଳ ୨ଟି ସ୍ଥାନରେ ଘାଇ ସୃଷ୍ଟି ହୋଇଛି। ରସୁଲପୁରରେ ଛୋଟ ଘାଇ ଓ ତେରମାଣପୁରରେ ୨୦ ଫୁଟର ଘାଇ ହୋଇଛି। ବର୍ଷା ନଥିବାରୁ ଧୀରେ ଧୀରେ ନଦୀର ଜଳସ୍ତର କମୁଛି। ମୁଣ୍ଡଳିରେ ୭ ଲକ୍ଷ ତଳକୁ ଜଳପ୍ରବାହ ଖସିଲାଣି। କେବଳ କେନ୍ଦ୍ରାପଡା ତଳିଆ ଅଞ୍ଚଳରେ ଅପରାହ୍ଣରେ ପିକ୍‌‌ ପାସ୍‌‌ କରିବ ବୋଲି ଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ କହିଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories